Welcome to Janta Darbar   Click to listen highlighted text! Welcome to Janta Darbar
Uncategorized

##ଓଡ଼ିଶା ସାମ୍ବାଦିକ ୟୁନିଅନ(ଓୟୁଜେ)ର ସଭାପତି ପ୍ରସନ୍ନ ମହାନ୍ତି ##

ଓଡ଼ିଶା ସାମ୍ବାଦିକ ୟୁନିଅନ(ଓୟୁଜେ)ର ସଭାପତି ପ୍ରସନ୍ନ ମହାନ୍ତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଆଜି ଭୁବନେଶ୍ୱର ପୋଲିସ ମୁଖ୍ୟାଳୟଠାରେ ପୋଲିସ କମିଶନର ଏସ୍. ଦେବଦତ୍ତ ସିଂ (IPS) ଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି।
​ଏହି ବୈଠକରେ ମୁଖ୍ୟତଃ ସାମ୍ବାଦିକମାନଙ୍କ ସୁରକ୍ଷା ଏବଂ ଗଣମାଧ୍ୟମ-ପୋଲିସ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଉପରେ ଫଳପ୍ରଦ ଆଲୋଚନା ହୋଇଥିଲା। ଏହି ପ୍ରତିନିଧି ଦଳରେ ସାଧାରଣ ସମ୍ପାଦକ କିଷାନ କୁମାର ରାଉତ, ଉପ-ସଭାପତି ସନ୍ତୋଷ ସିଂଦେଓ ଏବଂ ସମ୍ପାଦକ ଦେବପ୍ରସାଦ ଦାଶ ସାମିଲ ଥିଲେ।

Related Articles

Leave a Reply

Your email address will not be published. Required fields are marked *

Check Also
Close
Back to top button
error: Content is protected !!
Click to listen highlighted text!